Isaiah 32:16 — Compare Translations
5 translations compared side by side
Odia - 1840
"ସେତବେେଳେ ପ୍ରାନ୍ତର ରେ ନ୍ଯାଯ ବିଚାର ବାସ କରିବ ଓ ଉର୍ବର କ୍ଷତେ ରେ ଧାର୍ମିକତା ବସତି ସ୍ଥାପନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପ୍ରାନ୍ତରରେ ନ୍ୟାୟ ବିଚାର ବାସ କରିବ ଓ ଉର୍ବରା କ୍ଷେତ୍ରରେ ଧାର୍ମିକତା ବସତି କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ପ୍ରାନ୍ତରରେ ନ୍ୟାୟ ବିଗ୍ଭର ବାସ କରିବ ଓ ଉର୍ବର କ୍ଷେତରେ ଧାର୍ମିକତା ବସତି ସ୍ଥାପନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପ୍ରାନ୍ତରରେ ନ୍ୟାୟବିଚାର ବାସ କରିବ ଓ ଉର୍ବରା କ୍ଷେତ୍ରରେ ଧାର୍ମିକତା ବସତି କରିବ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପ୍ରାନ୍ତରରେ ନ୍ୟାୟ ବିଚାର ବାସ କରିବ ଓ ଉର୍ବରା କ୍ଷେତ୍ରରେ ଧାର୍ମିକତା ବସତି କରିବ।