Isaiah 32:17 — Compare Translations
5 translations compared side by side
Odia - 1840
"ପୁଣି ସହେି ଧାର୍ମିକତାର କାର୍ୟ୍ଯ ଶାନ୍ତିମଯ ହବେ ଓ ଧାର୍ମିକତାର ଫଳ ଚିରକାଳ ସୁସ୍ଥିରତା ଓ ନିର୍ଭୟତା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବନ୍ତ ଆଉ, ଧାର୍ମିକତାର ଫଳ ନିତ୍ୟ ସୁସ୍ଥିରତା ଓ ନିର୍ଭୟତା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ ଓ ଧାର୍ମିକତାର ଫଳ ଚିରକାଳ ସୁସ୍ଥିରତା ଓ ନିର୍ଭୟତା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ; ଆଉ, ଧାର୍ମିକତାର ଫଳ ନିତ୍ୟ ସୁସ୍ଥିରତା ଓ ନିର୍ଭୟତା ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ; ଆଉ, ଧାର୍ମିକତାର ଫଳ ନିତ୍ୟ ସୁସ୍ଥିରତା ଓ ନିର୍ଭୟତା ହେବ।