Isaiah 32:18 — Compare Translations

5 translations compared side by side

Odia - 1840
"ମାରେ ଲୋକମାନେ ଶାନ୍ତିମଯ ବସତି ସ୍ଥାନ ରେ, ନିରାପଦ ତମ୍ବୁ ରେ ଓ ସୁସ୍ଥିର ବିଶ୍ରାମ ସ୍ଥାନ ରେ ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ନିରାପଦ ତମ୍ବୁରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।