Isaiah 32:19 — Compare Translations

5 translations compared side by side

Odia - 1840
"ମାତ୍ର ଏହି କାର୍ୟ୍ଯ ଘଟିବା ପୂର୍ବରୁ ଅରଣ୍ଯ ସମ୍ପୂର୍ଣ୍ଣ ନିପତିତ ହବେ ଓ ନଗର ସମ୍ପୂର୍ଣ୍ଣରୂପେ ଧ୍ବଂସ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅରଣ୍ୟର ପତନରେ ଶିଳାବୃଷ୍ଟି ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ନିପାତିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଏହି କାର୍ଯ୍ୟ ଘଟିବା ପୂର୍ବରୁ ଅରଣ୍ୟ ସମ୍ପୂର୍ଣ୍ଣ ନିପାତିତ ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅରଣ୍ୟର ପତନରେ ଶିଳାବୃଷ୍ଟି ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ନିପାତିତ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅରଣ୍ୟର ପତନରେ ଶିଳାବୃଷ୍ଟି ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ନିପାତିତ ହେବ।