Isaiah 32:2 — Compare Translations

5 translations compared side by side

Odia - 1840
"ଯଦି ଏହା ଘଟିବ, ତବେେ ସହେି ମାନବ ବତାସରୁ ଆଶ୍ରଯସ୍ଥାନ ଓ ଝଡ଼ ବର୍ଷାରୁ ଆଶ୍ରଯ, ଶୁଷ୍କ ଭୂମିରେ ଜଳଷୋର୍ତ ଓ ଉତ୍ତପ୍ତ ଭୂମିରେ ଶୀତଳ ଛାଯା ପ୍ରଦାୟକ ଶୈଳ ସଦୃଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରତ୍ୟେକ ମନୁଷ୍ୟ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ୍ ଶୈଳର ଛାୟା ସ୍ଵରୂପ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଏହା ଘଟିବ, ତେବେ ସେହି ମାନବ ବତାସରୁ ଆଶ୍ରୟସ୍ଥାନ ଓ ଝଡ଼ ବର୍ଷାରୁ ଆଶ୍ରୟ, ଶୁଷ୍କ ଭୂମିରେ ଜଳସ୍ରୋତ ଓ ଉତ୍ତପ୍ତ ଭୂମିରେ ଶୀତଳ ଛାୟା ପ୍ରଦାୟକ ଶୈଳ ସଦୃଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।