Isaiah 32:20 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କ ମଧ୍ଯରୁ କେତକେ ସକଳ ସ୍ଥାନ ରେ ବୀଜ ବୁଣୁଛ ଓ ଗୋରୁ ଗର୍ଦ୍ଦଭମାନଙ୍କୁ ବାହା ରେ ଚରିବାକୁ ଛାଡ଼ୁଛ, ସେଥିପାଇଁ ତୁମ୍ଭମାନେେ ଧନ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ମଧ୍ୟରୁ କେତେକ ସଜଳ ସ୍ଥାନରେ ବୀଜ ବୁଣୁଛ ଓ ଗୋରୁ ଗର୍ଦ୍ଦଭମାନଙ୍କୁ ବାହାରେ ଚରିବାକୁ ଛାଡ଼ୁଛ, ସେଥିପାଇଁ ତୁମ୍ଭେମାନେ ଧନ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।