Isaiah 32:3 — Compare Translations

5 translations compared side by side

Odia - 1840
"ପୁଣି ଦର୍ଶକମାନଙ୍କର ଚକ୍ଷୁ ମୁଦ୍ରିତ ହବେ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ଅବଧାନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ନୋହିବ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଦର୍ଶକମାନଙ୍କର ଚକ୍ଷୁ ମୁଦ୍ରିତ ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ଅବଧାନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ।