Isaiah 32:4 — Compare Translations
5 translations compared side by side
Odia - 1840
"ଦ୍ବନ୍ଦ ରେ ପଡ଼ିଥିବା ବ୍ଯକ୍ତି ଜ୍ଞାନ ଲାଭ କରିବେ। ନିର୍ବୀକମାନେ ସ୍ପଷ୍ଟ କଥା କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଅବିବେଚକର ଚିତ୍ତ ଜ୍ଞାନ ପାଇବ ଓ ତୋତଲାମାନଙ୍କର ଜିହ୍ଵା ସହଜରେ ସ୍ପଷ୍ଟ କଥା କହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱନ୍ଦରେ ପଡ଼ିଥିବା ବ୍ୟକ୍ତି ଜ୍ଞାନ ଲାଭ କରିବେ। ନିର୍ବୀକମାନେ ସ୍ପଷ୍ଟ କଥା କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଅବିବେଚକର ଚିତ୍ତ ଜ୍ଞାନ ପାଇବ ଓ ତୋତଲାମାନଙ୍କର ଜିହ୍ୱା ସହଜରେ ସ୍ପଷ୍ଟ କଥା କହିବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଅବିବେଚକର ଚିତ୍ତ ଜ୍ଞାନ ପାଇବ ଓ ତୋତଲାମାନଙ୍କର ଜିହ୍ୱା ସହଜରେ ସ୍ପଷ୍ଟ କଥା କହିବ।