Isaiah 32:5 — Compare Translations

5 translations compared side by side

Odia - 1840
"ନିର୍ବୋଧମାନେ ମହାତ୍ମା ଓ ଖଳଲୋକ ଉଦାର ବୋଲି ପ୍ରସିଦ୍ଧ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୂଢ଼ ଲୋକ ମହାତ୍ମା ବୋଲି ଓ ଖଳ ଲୋକ ଉଦାର ବୋଲି ଆଉ ବିଖ୍ୟାତ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ନିର୍ବୋଧମାନେ ମହାତ୍ମା ଓ ଖଳଲୋକ ଉଦାର ବୋଲି ପ୍ରସିଦ୍ଧ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂଢ଼ ଲୋକ ମହାତ୍ମା ବୋଲି ଓ ଖଳ ଲୋକ ଉଦାର ବୋଲି ଆଉ ବିଖ୍ୟାତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୂଢ଼ ଲୋକ ମହାତ୍ମା ବୋଲି ଓ ଖଳ ଲୋକ ଉଦାର ବୋଲି ଆଉ ବିଖ୍ୟାତ ହେବ ନାହିଁ।