Isaiah 32:6 — Compare Translations
5 translations compared side by side
Odia - 1840
"କାରଣ ଜଣେ ମୃତ ନିର୍ବୋଧ କଥା କହିବ ଓ ତାହାର ହୃଦଯ ରେ ଅଧର୍ମ କଥା କଳ୍ପନା କରିବ। ସେ ସର୍ବଦା ଭ୍ରାନ୍ତିମୂଳକ କାର୍ୟ୍ଯ କରିବ ସେ ସଦାପ୍ରଭୁଙ୍କ ପ୍ରତିକୂଳ ରେ ମନ୍ଦକଥା କହିବ। ସେ କ୍ଷୁଧିତକୁ ଖାଦ୍ୟ ଦବେ ନାହିଁ କି ତୃଷିତକୁ ଜଳଦାନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପାଷାଣ୍ତତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଜଣେ ମୃତ ନିର୍ବୋଧ କଥା କହିବ ଓ ତାହାର ହୃଦୟରେ ଅଧର୍ମ କଥା କଳ୍ପନା କରିବ। ସେ ସର୍ବଦା ଭ୍ରାନ୍ତିମୂଳକ କାର୍ଯ୍ୟ କରିବ ସେ ସଦାପ୍ରଭୁଙ୍କ ପ୍ରତିକୂଳରେ ମନ୍ଦକଥା କହିବ। ସେ କ୍ଷୁଧିତକୁ ଖାଦ୍ୟ ଦେବ ନାହିଁ କି ତୃଷିତକୁ ଜଳଦାନ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ।
Odia IRV 2017 (ଓଡିଆ ବାଇବେଲ)