Isaiah 32:7 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ଖଳ ଲୋକର ଉପାଯ ସବୁ ମନ୍ଦ। ସେ ଦରିଦ୍ରଠାରୁ ସମସ୍ତ ଅପହରଣ କରିବାକୁ ଯୋଜନା କଲେ। ସେ ଦରିଦ୍ର ଲୋକମାନଙ୍କୁ ମିଥ୍ଯା ଅଭିଯୋଗ ସାହାୟ୍ଯ ରେ ଧ୍ବଂସ କରିବାକୁ ଶପଥ ନିଏ, ଯଦିବା ସେତବେେଳେ ସହେି ଦରିଦ୍ର ଲୋକ ଯାହା କ ହେ, ତାହା ସଠିକ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ଵାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ଖଳ ଲୋକର ଉପାୟ ସବୁ ମନ୍ଦ। ସେ ଦରିଦ୍ରଠାରୁ ସମସ୍ତ ଅପହରଣ କରିବାକୁ ଯୋଜନା କଲେ। ସେ ଦରିଦ୍ର ଲୋକମାନଙ୍କୁ ମିଥ୍ୟା ଅଭିଯୋଗ ସାହାଯ୍ୟରେ ଧ୍ୱଂସ କରିବାକୁ ଶପଥ ନିଏ, ଯଦିବା ସେତେବେଳେ ସେହି ଦରିଦ୍ର ଲୋକ ଯାହା କହେ, ତାହା ସଠିକ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍‍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍‍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।