Isaiah 32:8 — Compare Translations
5 translations compared side by side
Odia - 1840
"ମାତ୍ର ଜଣେ ମହାତ୍ମା ଉତ୍ତମ କଥା କଳ୍ପନା କରେ ଓ ସହେି ଉତ୍ତମ ଆଚରଣ ରେ ସେ ସ୍ଥିର ରହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଜଣେ ମହାତ୍ମା ଉତ୍ତମ କଥା କଳ୍ପନା କରେ ଓ ସେହି ଉତ୍ତମ ଆଚରଣରେ ସେ ସ୍ଥିର ରହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।