Isaiah 32:9 — Compare Translations

5 translations compared side by side

Odia - 1840
"ହେ ସୁଖିନୀ ସ୍ତ୍ରୀଗଣ, ତୁମ୍ଭମାନେେ ମାେ କଥା ଶୁଣ। ହେ ବିଶ୍ବସ୍ତା ନାରୀଗଣ, ମାେ ବାକ୍ଯ ରେ କର୍ଣ୍ଣପାତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋʼ ବାକ୍ୟରେ କର୍ଣ୍ଣପାତ କର ।
Odia Bible ERV 2004 (ପବିତ୍ର ବାଇବଲ)
କଠୋର ସମୟ ଆସୁଛି ହେ ସୁଖିନୀ ସ୍ତ୍ରୀଗଣ, ତୁମ୍ଭେମାନେ ମୋ’ କଥା ଶୁଣ। ହେ ବିଶ୍ୱସ୍ତା ନାରୀଗଣ, ମୋ’ ବାକ୍ୟରେ କର୍ଣ୍ଣପାତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋʼ ବାକ୍ୟରେ କର୍ଣ୍ଣପାତ କର।
Odia IRV 2017 (ଓଡିଆ ବାଇବେଲ)
ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋ’ ବାକ୍ୟରେ କର୍ଣ୍ଣପାତ କର।