Isaiah 33:1 — Compare Translations
5 translations compared side by side
Odia - 1840
"ଦେଖ, ତୁମ୍ଭମାନେେ ଲୁଟିତ ନ ହାଇେ ମଧ୍ଯ ଅନ୍ୟମାନଙ୍କୁ ଲୁଟୁଅଛ। ଅନ୍ୟମାନେ ତୁମ୍ଭମାନଙ୍କ ପ୍ରତି ବିଶ୍ବାସଘାତକତା ନ କଲେ ମଧ୍ଯ ତୁମ୍ଭମାନେେ ଅନ୍ୟମାନଙ୍କ ପ୍ରତି ବିଶ୍ବାସଘାତକତା କରୁଅଛ। ତେଣୁ ତୁମ୍ଭମାନେେ ସନ୍ତାପର ପାତ୍ର। କାରଣ ତୁମ୍ଭମାନେେ ଲୁଟିବା ସମାପ୍ତ କଲାପ ରେ ଅନ୍ୟମାନେ ତୁମ୍ଭକୁ ଲୁଟିବେ। ପୁଣି ତୁମ୍ଭମାନେେ ବିଶ୍ବାସଘାତକତା ସମାପ୍ତ କଲାପ ରେ ଅନ୍ୟମାନେ ତୁମ୍ଭପ୍ରତି ବିଶ୍ବାସଘାତକତା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ଵାସ-ଘାତକତା ନ କଲେ ହେଁ ବିଶ୍ଵାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ⇧ ଓ ବିଶ୍ଵାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ଵାସ-ଘାତକତା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
The Lord Will Show His Power ଦେଖ, ତୁମ୍ଭେମାନେ ଲୁଟିତ ନ ହୋଇ ମଧ୍ୟ ଅନ୍ୟମାନଙ୍କୁ ଲୁଟୁଅଛ। ଅନ୍ୟମାନେ ତୁମ୍ଭମାନଙ୍କ ପ୍ରତି ବିଶ୍ୱାସଘାତକତା ନ କଲେ ମଧ୍ୟ ତୁମ୍ଭେମାନେ ଅନ୍ୟମାନଙ୍କ ପ୍ରତି ବିଶ୍ୱାସଘାତକତା କରୁଅଛ। ତେଣୁ ତୁମ୍ଭେମାନେ ସନ୍ତାପର ପାତ୍ର। କାରଣ ତୁମ୍ଭେମାନେ ଲୁଟିବା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭକୁ ଲୁଟିବେ। ପୁଣି ତୁମ୍ଭେମାନେ ବିଶ୍ୱାସଘାତକତା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।
Odia IRV 2017 (ଓଡିଆ ବାଇବେଲ)