Isaiah 33:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କୁହନ୍ତି, ଆମ୍ଭେ ଏବେ ଉଠିବା, ଆମ୍ଭେ ଏବେ ଆପଣାକୁ ଉଠାଇବା, ଆମ୍ଭେ ଏବେ ଉନ୍ନତ ହବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, “ଆମ୍ଭେ ଏବେ ଉଠିବା, ଆମ୍ଭେ ଏବେ ଆପଣାକୁ ଉଠାଇବା, ଆମ୍ଭେ ଏବେ ଉନ୍ନତ ହେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା,” “ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା,” “ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା।