Isaiah 33:11 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ତୁଷ ସଦୃଶ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ। ତୁମ୍ଭମାନଙ୍କର ଅଗ୍ନିସଦୃଶ ଆତ୍ମା ତୁମ୍ଭମାନଙ୍କୁ ଗ୍ରାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍ ଶ୍ଵାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ତୁଷ ସଦୃଶ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ। ତୁମ୍ଭମାନଙ୍କର ଅଗ୍ନିସଦୃଶ ଆତ୍ମା ତୁମ୍ଭମାନଙ୍କୁ ଗ୍ରାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍‍ ଶ୍ୱାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍‍ ଶ୍ୱାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ।