Isaiah 33:12 — Compare Translations

5 translations compared side by side

Odia - 1840
"ପୁଣି ଲୋକମନେ ଚୂନପରି ଭସ୍ମିଭୂତ ହବେେ ଓ ଅଗ୍ନି ରେ ଇଟା ଓ କଣ୍ଟକପରି ଶୀଘ୍ର ଦଗ୍ଧିଭୂତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଲୋକମାନେ ଚୂନପରି ଭସ୍ମିଭୂତ ହେବେ ଓ ଅଗ୍ନିରେ ଇଟା ଓ କଣ୍ଟକପରି ଶୀଘ୍ର ଦ‌ଗ୍‌ଧିଭୂତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ।