Isaiah 33:13 — Compare Translations

5 translations compared side by side

Odia - 1840
" ହେ ଦୂରବର୍ତ୍ତୀ ଲୋକଗଣ, ଦୟାକରି ତୁମ୍ଭ କାନି ଆଣି ମାେ କୃତକର୍ମର କଥା ଶୁଣ ଏବଂ ମାେ ନିକଟବର୍ତ୍ତୀ ସମୂହ, ଏହାକୁ ମାରେ ପରାକ୍ରମ ସ୍ବୀକାର କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦୂରବର୍ତ୍ତୀ ଲୋକସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ-ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ଵୀକାର କର ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଦୂରବର୍ତ୍ତୀ ଲୋକଗଣ, ଦୟାକରି ତୁମ୍ଭ କାନ ଆଣି ମୋ’ କୃତ କର୍ମର କଥା ଶୁଣ ଏବଂ ମୋ’ ନିକଟବର୍ତ୍ତୀ ସମୂହ, ଏହାକୁ ମୋର ପରାକ୍ରମ ସ୍ୱୀକାର କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦୂରବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ୱୀକାର କର।”
Odia IRV 2017 (ଓଡିଆ ବାଇବେଲ)
ହେ ଦୂରବର୍ତ୍ତୀ ଲୋକସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ୱୀକାର କର।”