Isaiah 33:14 — Compare Translations

5 translations compared side by side

Odia - 1840
"ସିୟୋନର ପାପୀଗଣ ଭୟଭୀତ, ମନ୍ଦାଚାରୀଗଣ ହଠାତ୍ କିତ ହେଉଛନ୍ତି। 2ଆମ୍ଭମାନଙ୍କ ମଧ୍ଯରୁ କହେି ସର୍ବଗ୍ରାସୀ ଅଗ୍ନି ରେ ବାସ କରିପାରିବ? ପୁଣି କହେି କବେେ ଅନନ୍ତକାଳ ପର୍ୟ୍ଯନ୍ତ ଜ୍ବଳନ୍ତ ଅଗ୍ନି ରେ ବାସ କରିପାରିବ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍ ଆକ୍ରମଣ କରିଅଛି । ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନ; କାଳସ୍ଥାୟୀ ଜ୍ଵଳନରେ ବାସ କରିପାରେ?
Odia Bible ERV 2004 (ପବିତ୍ର ବାଇବଲ)
ସିୟୋନର ପାପୀଗଣ ଭୟଭୀତ, ମନ୍ଦାଗ୍ଭରୀଗଣ ହଠାତ୍ କମ୍ପିତ ହେଉଛନ୍ତି। “ଆମ୍ଭମାନଙ୍କ ମଧ୍ୟରୁ କେହି ସର୍ବଗ୍ରାସୀ ଅଗ୍ନିରେ ବାସ କରି ପାରିବ? ପୁଣି କେହି କେବେ ଅନନ୍ତକାଳ ପର୍ଯ୍ୟନ୍ତ ଜ୍ୱଳନ୍ତ ଅଗ୍ନିରେ ବାସ କରି ପାରିବ?’’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତକାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ?
Odia IRV 2017 (ଓଡିଆ ବାଇବେଲ)
ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତ କାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ?