Isaiah 33:15 — Compare Translations
5 translations compared side by side
Odia - 1840
"ଯେଉଁ ଲୋକମାନେ ଧର୍ମ ପଥରେ ଚାଲନ୍ତି ଓ ସରଳ କଥା କୁହନ୍ତି, ସମାନେେ ଉପଦ୍ରବକାଳ ଲାଭ ତୁଚ୍ଛ କରନ୍ତି। ଲାଞ୍ଚ ଧରିବା ବିଷଯରୁ ଆପଣା ହାତ ଝାଡ଼ି ଦିଅନ୍ତି। ରକ୍ତପାତ କଥା ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରନ୍ତି ଓ ଦୁଷ୍କର୍ମ ଦର୍ଶନରୁ ଚକ୍ଷୁ ମୁଦ୍ରିତ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ଧର୍ମ ପଥରେ ଗ୍ଭଲନ୍ତି ଓ ସରଳ କଥା କୁହନ୍ତି, ସେମାନେ ଉପଦ୍ରବକାଳ ଲାଭ ତୁଚ୍ଛ କରନ୍ତି। ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଅନ୍ତି। ରକ୍ତପାତ କଥା ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରନ୍ତି ଓ ଦୁଷ୍କର୍ମ ଦର୍ଶନରୁ ଚକ୍ଷୁ ମୁଦ୍ରିତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
Odia IRV 2017 (ଓଡିଆ ବାଇବେଲ)