Isaiah 33:16 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ଉଚ୍ଚ ସ୍ଥାନ ରେ ବାସ କରିବେ। ସମାନେେ ଉଚ୍ଚ ଶୈଳ ନିର୍ମିତ ଦୁର୍ଗ ରେ ସୁରକ୍ଷିତ ହବେେ। ସମାନଙ୍କେର ଭକ୍ଷ୍ଯ ଓ ଜଳର ଅଭାବ ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉଚ୍ଚ ସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ଵରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଉଚ୍ଚ ସ୍ଥାନରେ ବାସ କରିବେ। ସେମାନେ ଉଚ୍ଚ ଶୈଳ ନିର୍ମିତ ଦୁର୍ଗରେ ସୁରକ୍ଷିତ ହେବେ। ସେମାନଙ୍କର ଭକ୍ଷ୍ୟ ଓ ଜଳର ଅଭାବ ରହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉଚ୍ଚସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଉଚ୍ଚ ସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।