Isaiah 33:17 — Compare Translations

5 translations compared side by side

Odia - 1840
"ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ୟ୍ଯ ରେ ଦର୍ଶନ କରିବ। ଏକ ବହୁଦୂରବ୍ଯାପୀ ଦେଶକୁ ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ। ଏକ ବହୁ ଦୂରବ୍ୟାପୀ ଦେଶକୁ ଦେଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ।