Isaiah 33:18 — Compare Translations
5 translations compared side by side
Odia - 1840
"ତୁମ୍ଭର ହୃଦଯ ଭୟ ରେ ଥରିବେ। ତୁମ୍ଭେ ଭାବିବ, ସହେି ଗଣନାକାରୀ କାହିଁ? ସହେି ଲୋକ କାହିଁ ୟିଏ ଓଜନ କରୁଥିଲା? ସହେି ଲୋ କେଉଁଠା ରେ ୟିଏ ଦୁର୍ଗ ଗଣନା କରୁଥିଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ? ମୁଦ୍ରା ତୌଲକାରୀ କାହିଁ? ଦୁର୍ଗ ଗଣନାକାରୀ କାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ହୃଦୟ ଭୟରେ ଥରିବେ। ତୁମ୍ଭେ ଭାବିବ, “ସେହି ଗଣନାକାରୀ କାହିଁ? ସେହି ଲୋକ କାହିଁ ଯିଏ ଓଜନ କରୁଥିଲା? ସେହି ଲୋକ କେଉଁଠାରେ ଯିଏ ଦୁର୍ଗ ଗଣନା କରୁଥିଲା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ? ମୁଦ୍ରା ତୌଲକାରୀ କାହିଁ? ଦୁର୍ଗ ଗଣନାକାରୀ କାହିଁ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ? ମୁଦ୍ରା ତୌଲକାରୀ କାହିଁ? ଦୁର୍ଗ ଗଣନାକାରୀ କାହିଁ?