Isaiah 33:2 — Compare Translations
5 translations compared side by side
Odia - 1840
"ସେତବେେଳେ ଲୋକମାନେ କହିବେ, ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି କୃପା କର। ଆମ୍ଭମାନେେ ତୁମ୍ଭର ଅନୁଗ୍ରହକୁ ଅପେକ୍ଷା କରିଛୁ। ହେ ସଦାପ୍ରଭୁ, ପ୍ରତି ପ୍ରଭାତ ରେ ତୁମ୍ଭେ ଆମ୍ଭମାନଙ୍କର ବାହୁସ୍ବରୂପ ହୁଅ। ସଙ୍କଟ ସମୟରେ ଆମ୍ଭମାନଙ୍କର ତ୍ରାଣକର୍ତ୍ତା ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ଵରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ତ୍ରାଣ ସ୍ଵରୂପ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଲୋକମାନେ କହିବେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି କୃପା କର। ଆମ୍ଭେମାନେ ତୁମ୍ଭର ଅନୁଗ୍ରହକୁ ଅପେକ୍ଷା କରିଛୁ। ହେ ସଦାପ୍ରଭୁ, ପ୍ରତି ପ୍ରଭାତରେ ତୁମ୍ଭେ ଆମ୍ଭମାନଙ୍କର ବାହୁସ୍ୱରୂପ ହୁଅ। ସଙ୍କଟ ସମୟରେ ଆମ୍ଭମାନଙ୍କର ତ୍ରାଣକର୍ତ୍ତା ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ୱରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ଉଦ୍ଧାର ସ୍ୱରୂପ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ୱରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ଉଦ୍ଧାର ସ୍ୱରୂପ ହୁଅ।