Isaiah 33:20 — Compare Translations
5 translations compared side by side
Odia - 1840
"ଆମ୍ଭମାନଙ୍କ ପବିତ୍ର ଧର୍ମସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ଶାନ୍ତିମଯ ବସତିସ୍ଥାନ ୟିରୁଶାଲମ ପ୍ରତି ଲକ୍ଷ୍ଯ କର, ତାହା ଅଟଳ ତମ୍ବୁ ସ୍ବରୂପ ଓ ତାହାର କିଳାଗୁଡ଼ିକ ଏତେ ସୁଦୃଢ଼ ତାହା ଉପୁଡିବ ନାହିଁ କିମ୍ବା ଦଉଡ଼ି ଗୁଡ଼ିକ ଛିଣ୍ଡିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତି-ସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ଵୁ ସ୍ଵରୂପ, ତହିଁର କୀଳାସବୁ⇧ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ତିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯିରୁଶାଲମକୁ ସୁରକ୍ଷା ଦେବେ ଆମ୍ଭମାନଙ୍କ ପବିତ୍ର ଧର୍ମସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ଶାନ୍ତିମୟ ବସତିସ୍ଥାନ ଯିରୁଶାଲମ ପ୍ରତି ଲକ୍ଷ୍ୟ କର, ତାହା ଅଟଳ ତମ୍ବୁ ସ୍ୱରୂପ ଓ ତାହାର କିଳାଗୁଡ଼ିକ ଏତେ ସୁଦୃଢ଼ ତାହା ଉପୁଡ଼ିବ ନାହିଁ କିମ୍ବା ଦଉଡ଼ି ଗୁଡ଼ିକ ଛିଣ୍ଡିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତି ସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ବୁ ସ୍ୱରୂପ, ତହିଁର କିଳାସବୁ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ଡିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତିସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ବୁ ସ୍ୱରୂପ, ତହିଁର କିଳାସବୁ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ଡିବ ନାହିଁ।