Isaiah 33:21 — Compare Translations
5 translations compared side by side
Odia - 1840
"କାହିଁକି ଏସବୁ ହବେ? କାରଣ ପ୍ରବଳ ଶକ୍ତିମାନ ସଦାପ୍ରଭୁ ଆମ୍ଭମାନଙ୍କର ସହାୟକ ହବେେ। ସେ ସ୍ଥାନ ପ୍ରଶସ୍ତ ନଦନଦୀ ଓ ଷୋର୍ତ ସମୂହର ସ୍ଥାନ ହବେ। କିନ୍ତୁ ସହେି ନଦୀମାନଙ୍କ ରେ ଆହୁଲା ୟୁକ୍ତ କୌଣସି ନେ ୗକା ଗତି କରିବ ନାହିଁ କି ଭୟଙ୍କର ଜାହାଜ ତାହାକୁ ଅତିକ୍ରମ କରିବ ନାହିଁ। ତୁମ୍ଭମାନେେ ସହେି ପୋତର ରଜ୍ଜୁ ଛାଡ଼ି ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦନଦୀ ଓ ସ୍ରୋତସମୂହର ସ୍ଥାନ ସ୍ଵରୂପ ହେବେ; ସେସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାହିଁକି ଏସବୁ ହେବ? କାରଣ ପ୍ରବଳ ଶକ୍ତିମାନ ସଦାପ୍ରଭୁ ଆମ୍ଭମାନଙ୍କର ସହାୟକ ହେବେ। ସେ ସ୍ଥାନ ପ୍ରଶସ୍ତ ନଦନଦୀ ଓ ସ୍ରୋତ ସମୂହର ସ୍ଥାନ ହେବ। କିନ୍ତୁ ସେହି ନଦୀମାନଙ୍କରେ ଆହୁଲା ଯୁକ୍ତ କୌଣସି ନୌକା ଗତି କରିବ ନାହିଁ କି ଭୟଙ୍କର ଜାହାଜ ତାହାକୁ ଅତିକ୍ରମ କରିବ ନାହିଁ। ତୁମ୍ଭେମାନେ ସେହି ପୋତର ରଜ୍ଜୁ ଛାଡ଼ି ଦେବ। ତୁମ୍ଭେମାନେ ଜାହାଜର ମାସ୍ତୁଲକୁ ଶକ୍ତ କରିବ ନାହିଁ। ତୁମ୍ଭେମାନେ ତୁମ୍ଭର ଜାହାଜକୁ ଖୋଲିବାକୁ କ୍ଷମ ହେବ ନାହିଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଗ୍ଭରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାପକ, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କୁ ପରିତ୍ରାଣ କରିବେ। ତେଣୁ ସଦାପ୍ରଭୁ ଆମ୍ଭମାନଙ୍କୁ ବିପୁଳ ସମ୍ପଦ ଦେବେ। ଏପରିକି ଛୋଟ ଲୋକ ମଧ୍ୟ ଲୁଟିତ ସମ୍ପଦ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦ-ନଦୀ ଓ ସ୍ରୋତସମୂହର ସ୍ଥାନ ସ୍ୱରୂପ ହେବେ; ସେହି ସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦନଦୀ ଓ ସ୍ରୋତସମୂହର ସ୍ଥାନ ସ୍ୱରୂପ ହେବେ; ସେହି ସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ।