Isaiah 33:22 — Compare Translations

4 translations compared side by side

Odia - 1840
"ତୁମ୍ଭମାନେେ ଜାହାଜର ମାସ୍ତୁଲକୁ ଶକ୍ତ କରିବ ନାହିଁ। ତୁମ୍ଭମାନେେ ତୁମ୍ଭର ଜାହାଜକୁ ଖାଲିବୋକୁ କ୍ଷମ ହବେ ନାହିଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ଯବସ୍ଥାପକ, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କୁ ପରିତ୍ରାଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା,, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।