Isaiah 33:23 — Compare Translations
4 translations compared side by side
Odia - 1840
"ତେଣୁ ସଦାପ୍ରଭୁ ଆମ୍ଭମାନଙ୍କୁ ବିପୁଳ ସମ୍ପଦ ଦବେେ। ଏପରିକି େଛାଟ ଲୋକ ମଧ୍ଯ ଲୁଟିତ ସମ୍ପଦ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ପାଲ-ଦଉଡ଼ିସବୁ ହୁଗୁଳା ହୋଇଅଛି, ସେସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବସ୍ତର ଲୁଟଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟ ଦ୍ରବ୍ୟ ଧରିଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ପାଲ-ଦଉଡ଼ିସବୁ ହୁଗୁଳା ହୋଇଅଛି, ସେହି ସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବିସ୍ତର ଲୁଟିତ ଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟିତ ଦ୍ରବ୍ୟ ଧରିଲା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ପାଲଦଉଡ଼ିସବୁ ହୁଗୁଳା ହୋଇଅଛି, ସେହି ସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବିସ୍ତର ଲୁଟିତ ଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟିତ ଦ୍ରବ୍ୟ ଧରିଲା।