Isaiah 33:3 — Compare Translations

5 translations compared side by side

Odia - 1840
"ତୁମ୍ଭର ଶକ୍ତିଶାଳୀ କୋଳାହଳ ରେ ଗୋଷ୍ଠୀଗଣ ପଳାଯନ କଲେ। ତୁମ୍ଭର ମହାନତା ଗୋଷ୍ଠୀଗୁଡ଼ିକୁ ଛିନ୍ନଭିନ୍ନ କଲା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୋଳାହଳର ଶଦ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଶକ୍ତିଶାଳୀ କୋଳାହଳରେ ଗୋଷ୍ଠୀଗଣ ପଳାୟନ କଲେ। ତୁମ୍ଭର ମହାନତା ଗୋଷ୍ଠୀଗୁଡ଼ିକୁ ଛିନ୍ନଭିନ୍ନ କଲା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୋଳାହଳର ଶବ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ।
Odia IRV 2017 (ଓଡିଆ ବାଇବେଲ)
କୋଳାହଳର ଶବ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ।