Isaiah 33:4 — Compare Translations
5 translations compared side by side
Odia - 1840
"ପତଙ୍କ ଖାଦ୍ୟ ସଂଗ୍ରହ କଲାପରି ତୁମ୍ଭମାନଙ୍କର ସମ୍ପତ୍ତି ଲୁଟିତ ସଂଗୃହିତ ହବେ। ଯେପରି ପତଙ୍ଗମାନେ ଡ଼ିଆଁ ମାରନ୍ତି, ସହେିପରି ବହୁଲୋକ ତା ଉପ ରେ ଡ଼ିଆଁ ମାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେପରି ତୁମ୍ଭମାନଙ୍କର ଲୁଟ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପତଙ୍ଗ ଖାଦ୍ୟ ସଂଗ୍ରହ କଲାପରି ତୁମ୍ଭମାନଙ୍କର ସମ୍ପତ୍ତି ଲୁଟିତ ସଂଗୃହୀତ ହେବ। ଯେପରି ପତଙ୍ଗମାନେ ଡିଆଁ ମାରନ୍ତି, ସେହିପରି ବହୁଲୋକ ତା’ ଉପରେ ଡିଆଁ ମାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେହିପରି ତୁମ୍ଭମାନଙ୍କର ଲୁଟିତ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେହିପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେହିପରି ତୁମ୍ଭମାନଙ୍କର ଲୁଟିତ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେହିପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ।