Isaiah 33:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଉନ୍ନତ, କାରଣ ସେ ଉର୍ଦ୍ଧ୍ବ ଲୋକରେ ବାସ କରନ୍ତି। ସେ ସିୟୋନକୁ ନ୍ଯାଯ ବିଚାର ଓ ଧାର୍ମିକତା ରେ ପୂର୍ଣ୍ଣ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଉନ୍ନତ; କାରଣ ସେ ଊର୍ଦ୍ଧ୍ଵଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟ ବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଉନ୍ନତ, କାରଣ ସେ ଊର୍ଦ୍ଧ୍ୱ ଲୋକରେ ବାସ କରନ୍ତି। ସେ ସିୟୋନକୁ ନ୍ୟାୟ ବିଗ୍ଭର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଉନ୍ନତ; କାରଣ ସେ ଊର୍ଦ୍ଧ୍ୱଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଉନ୍ନତ; କାରଣ ସେ ଉର୍ଦ୍ଧ୍ୱଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟ ବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି।