Isaiah 33:6 — Compare Translations
5 translations compared side by side
Odia - 1840
"ହେ ୟିରୁଶାଲମ, ସେ ତୁମ୍ଭ ପାଇଁ ନିରାପଦ ଆଣିବେ। ସେ ତୁମ୍ଭକୁ ମୁକ୍ତି, ବୁଦ୍ଧି ଓ ଜ୍ଞାନ ରେ ଧନୀ କରିବେ। ସଞ୍ଚିତ ଧନ ସଦାପ୍ରଭୁଙ୍କ ଭୟର ବିଷଯକ, ତାହା ସେ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ତାର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଯିରୁଶାଲମ, ସେ ତୁମ୍ଭ ପାଇଁ ନିରାପଦ ଆଣିବେ। ସେ ତୁମ୍ଭକୁ ମୁକ୍ତି, ବୁଦ୍ଧି ଓ ଜ୍ଞାନରେ ଧନୀ କରିବେ। ସଞ୍ଚିତ ଧନ ସଦାପ୍ରଭୁଙ୍କ ଭୟର ବିଷୟକ, ତାହା ସେ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ଡାର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ଡାର।