Isaiah 33:7 — Compare Translations
5 translations compared side by side
Odia - 1840
"ମାତ୍ର ଶୁଣ, ସମାନଙ୍କେର ପରାକ୍ରମଶାଳୀ ମାନେ ବାହା ରେ କ୍ରନ୍ଦନ କରୁଛନ୍ତି। ଶାନ୍ତିକାମୀ ଦୂତମାନେ ଅତିଶଯ ରୋଦନ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ଵେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଶୁଣ, ସେମାନଙ୍କର ପରାକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଛନ୍ତି। ଶାନ୍ତିକାମୀ ଦୂତମାନେ ଅତିଶୟ ରୋଦନ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ୱେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ୱେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି।