Isaiah 33:8 — Compare Translations

5 translations compared side by side

Odia - 1840
"ରାଜପଥ ଧ୍ବଂସପ୍ରାପ୍ତ ହାଇେଛି। ସଠାେ ରେ କହେି ପଥିକ ଦଖାେଯିବେ ନାହିଁ। ସମାନେେ ଚୁକ୍ତି ଭଙ୍ଗ କରିଛନ୍ତି। ନଗର ସବୁକୁ ତୁଚ୍ଛ କରିଛନ୍ତି ଏବଂ କହେି ହେଲେ ସମ୍ମାନ ହାଇେ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜପଥ ଧ୍ୱଂସପ୍ରାପ୍ତ ହୋଇଛି। ସେଠାରେ କେହି ପଥିକ ଦେଖାଯିବେ ନାହିଁ। ସେମାନେ ଚୁକ୍ତି ଭଙ୍ଗ କରିଛନ୍ତି। ନଗର ସବୁକୁ ତୁଚ୍ଛ କରିଛନ୍ତି ଏବଂ କେହି ହେଲେ ସମ୍ମାନ ହୋଇ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ।