Isaiah 33:9 — Compare Translations

5 translations compared side by side

Odia - 1840
"ଦେଶ ଜଟିଳ ସମସ୍ଯା ଏବଂ ଅବସନ୍ନ ରୂପ ପରିଧାନ କରିଛି। ଲିବାନୋନ ଲଜ୍ଜିତ ଓ ଶୁଷ୍କ ଦଖାେ ଯାଉଛି, ଶାରୋଣ ଅରଣ୍ଯ ତୁଲ୍ଯ ଦଖାେ ଯାଉଛି। ବାଶନ୍ ଓ କର୍ମିଲର ପତ୍ର ଝାଡ଼ି ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ୍ ଓ କର୍ମିଲ୍ ପତ୍ର ଛାଡ଼ି ଦେଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦେଶ ଜଟିଳ ସମସ୍ୟା ଏବଂ ଅବସନ୍ନ ରୂପ ପରିଧାନ କରିଛି। ଲିବାନୋନ ଲଜ୍ଜିତ ଓ ଶୁଷ୍କ ଦେଖା ଯାଉଛି, ଶାରୋଣ ଅରଣ୍ୟ ତୁଲ୍ୟ ଦେଖା ଯାଉଛି। ବାଶନ୍ ଓ କର୍ମିଲର ପତ୍ର ଝାଡ଼ି ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ ଓ କର୍ମିଲ ପତ୍ର ଝାଡ଼ି ଦେଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ ଓ କର୍ମିଲ୍‍ ପତ୍ର ଝାଡ଼ି ଦେଉଅଛନ୍ତି।