Isaiah 34:1 — Compare Translations

5 translations compared side by side

Odia - 1840
"ହେ ସମସ୍ତ ଦେଶୀଯଗଣ, ନିକଟକୁ ଆସି ଶ୍ରବଣ କର। ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ଧ୍ଯାନର ସହିତ ଶୁଣ। ପୃଥିବୀ ଓ ତଦୁପରି ସମସ୍ତ ଜଗତ କରନ୍ତି, ବିଗତ ଓ ସେଥିରୁ ସୃଷ୍ଟ ସମସ୍ତ ପଦାର୍ଥ ଶ୍ରବଣ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀ-ଗଣ, ତୁମ୍ଭେମାନେ ମନୋ-ଯୋଗ କର; ପୃଥିବୀ ଓ ତତ୍ପ ୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନ ସକଳ ପଦାର୍ଥ ଶ୍ରବଣ କରୁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ଶତ୍ରୁକୁ ଦଣ୍ଡ ଦେବେ ହେ ସମସ୍ତ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର। ହେ ଗୋଷ୍ଠୀସମୂହ, ତୁମ୍ଭେମାନେ ଧ୍ୟାନର ସହିତ ଶୁଣ। ପୃଥିବୀ ଓ ତଦୁପରି ସମସ୍ତ ଜଗତ କରନ୍ତୁ, ଜଗତ ଓ ସେଥିରୁ ସୃଷ୍ଟି ସମସ୍ତ ପଦାର୍ଥ ଶ୍ରବଣ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନସକଳ ପଦାର୍ଥ ଶ୍ରବଣ କରୁ।
Odia IRV 2017 (ଓଡିଆ ବାଇବେଲ)
ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନ ସକଳ ପଦାର୍ଥ ଶ୍ରବଣ କରୁ।