Isaiah 34:10 — Compare Translations

5 translations compared side by side

Odia - 1840
"ସହେି ଅଗ୍ନି ଦିବାରାତ୍ର ପ୍ରଜ୍ବଳିତ ହବେ ଓ ତାହା କବେେ ନିର୍ବାପିତ ହବେ ନାହିଁ। ସେଥିରୁ ଚିରକାଳ ଧୂମ ନିର୍ଗତ ହବେ। ପୁରୁଷାନୁକ୍ରମେ ତାହା ମରୁଭୂମି ହାଇେ ରହିବ। ଅନନ୍ତକାଳ ପର୍ୟ୍ଯନ୍ତ ତାହା ମଧ୍ଯ ଦଇେ କହେି ଗମନ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଦିବାରାତ୍ର ନିର୍ବାଣ ନୋହିବ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନ; କାଳ ତାହାର ମଧ୍ୟ ଦେଇ କେହି ଗମନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଅଗ୍ନି ଦିବାରାତ୍ରି ପ୍ରଜ୍ୱଳିତ ହେବ ଓ ତାହା କେବେ ନିର୍ବାପିତ ହେବ ନାହିଁ। ସେଥିରୁ ଚିରକାଳ ଧୂମ ନିର୍ଗତ ହେବ। ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ। ଅନନ୍ତକାଳ ପର୍ଯ୍ୟନ୍ତ ତାହା ମଧ୍ୟଦେଇ କେହି ଗମନ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତକାଳ ତାହାର ମଧ୍ୟଦେଇ କେହି ଗମନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତ କାଳ ତାହାର ମଧ୍ୟ ଦେଇ କେହି ଗମନ କରିବ ନାହିଁ।