Isaiah 34:11 — Compare Translations
5 translations compared side by side
Odia - 1840
"ପାଣି ଭଳୋ ଓ ଝିଙ୍କ ତାହା ଅଧିକାର କରିବେ। ଆଉ ପଚୋ ଓ ଡ଼ାମରାକାଉର ତାହା ମଧିଅରେ ବାସ କରିବେ। ପୁଣି ସେ ସ୍ଥାନ ଶୂନ୍ଯ ମରୁଭୂମି' ବୋଲି ଡ଼କା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରାକାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପାଣି ଭେଳା ଓ ଝିଙ୍କ ତାହା ଅଧିକାର କରିବେ। ଆଉ ପେଗ୍ଭ ଓ ଡାମରା କାଉର ତାହା ମଧ୍ୟରେ ବାସ କରିବେ। ପୁଣି ସେ ସ୍ଥାନ “ଶୂନ୍ୟ ମରୁଭୂମି” ବୋଲି ଡକା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରା କାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରା କାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ।