Isaiah 34:12 — Compare Translations

5 translations compared side by side

Odia - 1840
"ସମାନେେ ତହିଁର କୁଳୀନମାନଙ୍କୁ ରାଜତ୍ବ କରିବାକୁ ଡ଼ାକିବେ। ମାତ୍ର କହେି ସଠାେ ରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ଵ କରିବାକୁ ଡାକିବେ; ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ୱ କରିବାକୁ ଡାକିବେ। ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ୱ କରିବାକୁ ଡାକିବେ; ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ୱ କରିବାକୁ ଡାକିବେ; ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ।