Isaiah 34:13 — Compare Translations

5 translations compared side by side

Odia - 1840
"ସଠାେ ରେ ଥିବା ଅଟ୍ଟାଳିକାଗୁଡ଼ିକ କଣ୍ଟକ ଦ୍ବାରା ଓ ଦୁର୍ଗଗୁଡ଼ିକ ବିଛୁଆତି ଓ କଣ୍ଟକଲତା ଦ୍ବାରା ଆଚ୍ଛାଦିତ ହବେ। ତାହା ଶୃଗାଳମାନଙ୍କର ବାସସ୍ଥାନ ଓ ଓଟପକ୍ଷୀମାନଙ୍କର ଚରାସ୍ଥାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି ଓ କଣ୍ଟକ ଲତା ବଢ଼ିବ ଓ ତାହା ଶୃଗାଳଗଣର ବାସସ୍ଥାନ ଓ ଉଷ୍ଟ୍ରପକ୍ଷୀ-ଗଣର ଚରାସ୍ଥାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଥିବା ଅଟ୍ଟାଳିକାଗୁଡ଼ିକ କଣ୍ଟକ ଦ୍ୱାରା ଓ ଦୁର୍ଗଗୁଡ଼ିକ ବିଛୁଆତି ଓ କଣ୍ଟକଲତା ଦ୍ୱାରା ଆଚ୍ଛାଦିତ ହେବ। ତାହା ଶୃଗାଳମାନଙ୍କର ବାସସ୍ଥାନ ଓ ଓଟପକ୍ଷୀମାନଙ୍କର ଚରାସ୍ଥାନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି, କଣ୍ଟକଲତା ବଢ଼ିବ, ତାହା ଶୃଗାଳଗଣର ବାସସ୍ଥାନ ଓ ଓଟପକ୍ଷୀଗଣର ଚରାସ୍ଥାନ ହେବ।
Odia IRV 2017 (ଓଡିଆ ବାଇବେଲ)
ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି, କଣ୍ଟକ ଲତା ବଢ଼ିବ, ତାହା ଶୃଗାଳଗଣର ବାସସ୍ଥାନ ଓ ଓଟପକ୍ଷୀଗଣର ଚରାସ୍ଥାନ ହେବ।