Isaiah 34:14 — Compare Translations
5 translations compared side by side
Odia - 1840
"ସଠାେ ରେ ବନ୍ଯପଶୁଗଣ ଗଧିଆମାନଙ୍କ ସହିତ ମିଶି ବାସ କରିବେ। ବନ୍ଯଛାଗ ତା'ର ସାଥୀମାନଙ୍କୁ ଡ଼ାକିବ ଓ ନିଶାଚରମାନେ ସଠାେ ରେ ବାସ କରିବେ ଓ ବିଶ୍ରାମ ସ୍ଥାନ ଲାଭ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେଠାରେ ବନ୍ୟ ପଶୁଗଣ କେନ୍ଦୁଆମାନଙ୍କ ସଙ୍ଗେ ମିଳିବେ ଓ ଛାଗ ଦେବତା ଆପଣା ସଙ୍ଗୀକି ଡାକିବ; ଆହୁରି, ନିଶାଚର ସେଠାରେ ବାସ କରି ବିଶ୍ରାମ ସ୍ଥାନ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ବନ୍ୟପଶୁଗଣ ଗଧିଆମାନଙ୍କ ସହିତ ମିଶି ବାସ କରିବେ। ବନ୍ୟଛାଗ ତା’ର ସାଥୀମାନଙ୍କୁ ଡାକିବ ଓ ନିଶାଚରମାନେ ସେଠାରେ ବାସ କରିବେ ଓ ବିଶ୍ରାମ ସ୍ଥାନ ଲାଭ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେଠାରେ ବନ୍ୟ ପଶୁଗଣ କେନ୍ଦୁଆମାନଙ୍କ ସଙ୍ଗେ ମିଳିବେ ଓ ଛାଗ ଦେବତା ଆପଣା ସଙ୍ଗୀକୁ ଡାକିବ; ଆହୁରି, ନିଶାଚର ସେଠାରେ ବାସ କରି ବିଶ୍ରାମ-ସ୍ଥାନ ପାଇବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେଠାରେ ବନ୍ୟ ପଶୁଗଣ କେନ୍ଦୁଆମାନଙ୍କ ସଙ୍ଗେ ମିଳିବେ ଓ ଛାଗ ଦେବତା ଆପଣା ସଙ୍ଗୀକୁ ଡାକିବ; ଆହୁରି, ନିଶାଚର ସେଠାରେ ବାସ କରି ବିଶ୍ରାମ ସ୍ଥାନ ପାଇବ।