Isaiah 34:15 — Compare Translations

5 translations compared side by side

Odia - 1840
"ପଚୋଗଣ ସଠାେ ରେ ବାସ କରିବେ ଏବଂ ପରିବାରକୁ ବୃଦ୍ଧି କରିବେ। ଚିଲମାନେ ନିଜର ସଙ୍ଗିନୀ ସହିତ ମିଳିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ଵ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ପେଗ୍ଭଗଣ ସେଠାରେ ବାସ କରିବେ ଏବଂ ପରିବାରକୁ ବୃଦ୍ଧି କରିବେ। ଚିଲମାନେ ନିଜର ସଙ୍ଗିନୀ ସହିତ ମିଳିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ବ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ।
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ବ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ।