Isaiah 34:16 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର। ସେଥି ରେ ଲିଖିତ ଅଛି ସମାନଙ୍କେ ମଧ୍ଯରୁ କହେି ଅନୁପସ୍ଥିତ ରହିବେ ନାହିଁ। କହେି ନିଜର ସଙ୍ଗିନୀକୁ ଛାଡ଼ିବ ନାହିଁ। କାରଣ ମାରେମୁଖଦ୍ବାରା ଏହି ଆଜ୍ଞା କରିଛନ୍ତି ଓ ତାଙ୍କର ଆତ୍ମା ସମାନଙ୍କେୁ ସଂଗ୍ରହ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ନୋହିବ, କେହି ଆପଣା ସଙ୍ଗିନୀବିହୀନ ନୋହିବ; କାରଣ ମୋʼ ମୁଖ ଦ୍ଵାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର। ସେଥିରେ ଲିଖିତ ଅଛି ସେମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ରହିବେ ନାହିଁ। କେହି ନିଜର ସଙ୍ଗିନୀକୁ ଛାଡ଼ିବ ନାହିଁ। କାରଣ ମୋର ମୁଖଦ୍ୱାରା ଏହି ଆଜ୍ଞା କରିଛନ୍ତି ଓ ତାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋʼ ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋ’ ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି।