Isaiah 34:17 — Compare Translations
5 translations compared side by side
Odia - 1840
"ପରମେଶ୍ବର ପୁଣି ସମାନଙ୍କେର ନିମନ୍ତେ ଗୁଲିବାଣ୍ଟ କରିଛନ୍ତି ଓ ତାଙ୍କର ହସ୍ତ ପରିମାପକ ରଜ୍ଜୁଦ୍ବାରା ତାହା ବିଭାଗ କରି ସମାନଙ୍କେୁ ଦଇେଅଛି। ସମାନେେ ତାହା ଚିରକାଳ ଅଧିକାର କରିବେ, ସମାନେେ ପୁରୁଷାନୁକ୍ରମେ ତହିଁ ମଧିଅରେ ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ଵାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦା କାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପୁଣି ସେମାନଙ୍କର ନିମନ୍ତେ ଗୁଲିବାଣ୍ଟ କରିଛନ୍ତି ଓ ତାଙ୍କର ହସ୍ତ ପରିମାପକ ରଜ୍ଜୁଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି। ସେମାନେ ତାହା ଚିରକାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦାକାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦା କାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।