Isaiah 34:2 — Compare Translations
5 translations compared side by side
Odia - 1840
"କାରଣ ସଦାପ୍ରଭୁ ଦେଶୀଯ ସମସ୍ତଙ୍କ ବିପକ୍ଷ ରେ ଓ ସମସ୍ତ ସୈନ୍ଯସାମନ୍ତଙ୍କ ପ୍ରତିକୂଳ ରେ ତାଙ୍କର ପ୍ରଚଣ୍ଡ କୋରଧ ପ୍ରକାଶ କରିଛନ୍ତି। ସଦାପ୍ରଭୁ ସମାନଙ୍କେୁ ବିନାଶ କରିବେ ଓ ସେ ମଧ୍ଯ ସେ ସମସ୍ତଙ୍କର ବିନାଶର କାରଣ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଶୀୟ ସମସ୍ତଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କର କ୍ରୋଧ ଓ ସେମାନଙ୍କର ସମସ୍ତ ସୈନ୍ୟ-ସାମନ୍ତର ପ୍ରତିକୂଳରେ ତାହାଙ୍କର ପ୍ରଚଣ୍ତ କୋପ ଅଛି; ସେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ସେ ସେମାନଙ୍କୁ ହତ ହେବା ନିମନ୍ତେ ସମର୍ପଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ଦେଶୀୟ ସମସ୍ତଙ୍କ ବିପକ୍ଷରେ ଓ ସମସ୍ତ ସୈନ୍ୟସାମନ୍ତଙ୍କ ପ୍ରତିକୂଳରେ ତାଙ୍କର ପ୍ରଚଣ୍ଡ କ୍ରୋଧ ପ୍ରକାଶ କରିଛନ୍ତି। ସଦାପ୍ରଭୁ ସେମାନଙ୍କୁ ବିନାଶ କରିବେ ଓ ସେ ମଧ୍ୟ ସେ ସମସ୍ତଙ୍କର ବିନାଶର କାରଣ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଶୀୟ ସମସ୍ତଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କର କ୍ରୋଧ ଓ ସେମାନଙ୍କର ସମସ୍ତ ସୈନ୍ୟସାମନ୍ତର ପ୍ରତିକୂଳରେ ତାହାଙ୍କର ପ୍ରଚଣ୍ଡ କୋପ ଅଛି; ସେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ସେ ସେମାନଙ୍କୁ ହତ ହେବା ନିମନ୍ତେ ସମର୍ପଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)