Isaiah 34:3 — Compare Translations
5 translations compared side by side
Odia - 1840
"ସହେି ନିହତ ଲୋକମାନେ ବାହା ରେ ନିକ୍ଷିପ୍ତ ହବେେ। ସମାନଙ୍କେ ଶବ ଦୁର୍ଗନ୍ଧ ଦବେ ଓ ସମାନଙ୍କେର ରକ୍ତ ପର୍ବତଗୁଡ଼ିକରେ ବୋହି ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ, ସେମାନଙ୍କ ଶବରୁ ଦୁର୍ଗନ୍ଧ ଉଠିବ ଓ ସେମାନଙ୍କ ରକ୍ତରେ ପର୍ବତମାନ ତରଳି ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନିହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ। ସେମାନଙ୍କ ଶବ ଦୁର୍ଗନ୍ଧ ଦେବ ଓ ସେମାନଙ୍କର ରକ୍ତ ପର୍ବତଗୁଡ଼ିକରେ ବୋହି ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ, ସେମାନଙ୍କ ଶବରୁ ଦୁର୍ଗନ୍ଧ ଉଠିବ ଓ ସେମାନଙ୍କ ରକ୍ତରେ ପର୍ବତମାନ ତରଳି ଯିବ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ, ସେମାନଙ୍କ ଶବରୁ ଦୁର୍ଗନ୍ଧ ଉଠିବ ଓ ସେମାନଙ୍କ ରକ୍ତରେ ପର୍ବତମାନ ତରଳି ଯିବ।