Isaiah 34:4 — Compare Translations

5 translations compared side by side

Odia - 1840
"ପୁଣି ଆକାଶ ମଣ୍ଡଳର ସମସ୍ତ ସୈନ୍ଯ କ୍ଷଯପ୍ରାପ୍ତ ହବେେ ଏବଂ ମାେଡ଼ା କାଗଜ ଭଳି ସେ ଗୁଡ଼ାଇ ହାଇେଥିବେ। ଦ୍ରାକ୍ଷାଲତାର ଓ ଡ଼ିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର ସଦୃଶ ସମସ୍ତ ସୈନ୍ଯ ବିହୀନ ହବେେ ଏବଂ ପଡ଼ିଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆକାଶମଣ୍ତଳର ସୈନ୍ୟସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ତଳ ଲେଖାପତ୍ର ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମିରି ବୃକ୍ଷର ଜୀର୍ଣ୍ଣପତ୍ର, ସେପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆକାଶ ମଣ୍ଡଳର ସମସ୍ତ ସୈନ୍ୟ କ୍ଷୟପ୍ରାପ୍ତ ହେବେ ଏବଂ ମୋଡ଼ା କାଗଜ ଭଳି ସେ ଗୁଡ଼ାଇ ହୋଇଥିବେ। ଦ୍ରାକ୍ଷାଲତାର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର ସଦୃଶ ସମସ୍ତ ସୈନ୍ୟ ବିହୀନ ହେବେ ଏବଂ ପଡ଼ିଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ।