Isaiah 34:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କୁହନ୍ତି, ଏହା ଘଟିବ ଯେତବେେଳେ ଆମ୍ଭର ଖଡ୍ଗ ପରିତୃପ୍ତ ରୂପେ ପାନ କରିଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭର ଖଡ଼୍ଗ ସ୍ଵର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, “ଏହା ଘଟିବ ଯେତେବେଳେ ଆମ୍ଭର ଖଡ଼୍ଗ ପରିତୃପ୍ତ ରୂପେ ପାନ କରିଛି।” ଦେଖ, ବିଗ୍ଭର ସାଧନ ନିମନ୍ତେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କ ଉପରେ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭର ଖଡ୍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭର ଖଡ୍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ।