Isaiah 34:6 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ଖଡ୍ଗ ରକ୍ତ ରେ ପରିତୃପ୍ତ ଓ ମଦେ ରେ ଓ ଛାଗଗଣର ଗୁରୁଦାର ମଦେ ରେ ପୁଷ୍ଟ। କାରଣ ବସ୍ତ୍ର ରେ ସଦାପ୍ରଭୁଙ୍କର ଏକ ୟଜ୍ଞ ଓ ଇଦୋମ ଦେଶ ରେ ଏକ ମହା ହତ୍ଯାକାଣ୍ଡ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଖଡ଼୍‍ଗ ରକ୍ତରେ ପରିତୃପ୍ତ ଓ ମେଦରେ ଓ ଛାଗଗଣର ଗୁରୁଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ‌‌ଖ‌ଡ଼୍‌ଗ ରକ୍ତରେ ପରିତୃପ୍ତ ଓ ମେଦରେ ଓ ଛାଗଗଣର ଗୁରୁଦାର ମେଦରେ ପୁଷ୍ଟ। କାରଣ ବସ୍ତ୍ରରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହା ହତ୍ୟାକାଣ୍ଡ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଖଡ୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଖଡ୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ।