Isaiah 34:7 — Compare Translations
5 translations compared side by side
Odia - 1840
"ତେଣୁ ମଷେ, ବନ୍ଯ ଗୋରୁ, ବୃଷଭ ଏବଂ ୟୁବା ବୃଷଭ ଆସିବେ। ସମାନଙ୍କେ ରକ୍ତ ରେ ପରିପୂର୍ଣ୍ଣ ହବେ ଓ ସମାନଙ୍କେ ଚର୍ବି ରେ ଭୂମି ଆଚ୍ଛାଦିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ସଙ୍ଗେ ବନ୍ୟଗୋରୁ, ବୃଷଭ ସଙ୍ଗେ ଯୁବା ବୃଷ ଆସିବେ; ତହିଁରେ ସେମାନଙ୍କ ଦେଶ ରକ୍ତରେ ମତ୍ତ ଓ ସେମାନଙ୍କ ଧୂଳି ମେଦରେ ପୁଷ୍ଟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମେଷ, ବନ୍ୟ ଗୋରୁ, ବୃଷଭ ଏବଂ ଯୁବା ବୃଷଭ ଆସିବେ। ସେମାନଙ୍କ ରକ୍ତରେ ପରିପୂର୍ଣ୍ଣ ହେବ ଓ ସେମାନଙ୍କ ଚର୍ବ୍ବୀରେ ଭୂମି ଆଚ୍ଛାଦିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ସଙ୍ଗେ ବନ୍ୟଗୋରୁ, ବୃଷଭ ସଙ୍ଗେ ଯୁବା ବୃଷ ଆସିବେ; ତହିଁରେ ସେମାନଙ୍କ ଦେଶ ରକ୍ତରେ ମତ୍ତ ଓ ସେମାନଙ୍କ ଧୂଳି ମେଦରେ ପୁଷ୍ଟ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ସଙ୍ଗେ ବନ୍ୟଗୋରୁ, ବୃଷଭ ସଙ୍ଗେ ଯୁବା ବୃଷ ଆସିବେ; ତହିଁରେ ସେମାନଙ୍କ ଦେଶ ରକ୍ତରେ ମତ୍ତ ଓ ସେମାନଙ୍କ ଧୂଳି ମେଦରେ ପୁଷ୍ଟ ହେବ।